This browser does not support the video element.
କୋମନା: ନୂଆପଡ଼ା ଗସ୍ତରେ ଓଡ଼ିଶାର ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳୀଙ୍ଗ
Komna, Nuapada | Oct 5, 2025
ନୂଆପଡ଼ା ଜିଲ୍ଲା କୁ ଓଡ଼ିଶା ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳୀଙ୍ଗ ଦିନକିଆ ଗସ୍ତ କରିଛନ୍ତି। ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ଅଧିକାରୀ ଏବଂ ଡ଼ାକ୍ତର ଓ କର୍ମଚାରୀ ଙ୍କ ସହ ସମୀକ୍ଷା ବୈଠକ ରେ ଯୋଗଦାନ କରିଛନ୍ତି। ଜିଲ୍ଲାକୁ ଦିଆଯାଇଥିବା ବିଭିନ୍ନ ସ୍ୱାସ୍ଥ୍ୟ ସେବା ର ତଦାରଖ କରି ତାର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି।