Download Now Banner

This browser does not support the video element.

ଛତ୍ରପୁର: ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ବର୍ଷା ସମ୍ଭାବନାକୁ ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Chhatrapur, Ganjam | Sep 12, 2025
ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨ ଦିନ ପାଇଁ ବର୍ଷା ସମ୍ଭାବନାକୁ ନେଇ ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଶୁକ୍ରବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us