This browser does not support the video element.
ଗୋପାଳପୁର: ଗୋପାଳପୁର ଏନଏସି କାର୍ଯ୍ଯାଳୟରେ ସ୍ୱାୟତ୍ତ ଶାସନ ଦିବସ ପାଳିତ, ଯୋଗଦେଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା
Gopalpur, Ganjam | Aug 31, 2025
ଗଞ୍ଜାମ ଜିଲ୍ଲା ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଠାରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ରବିବାର ପୂର୍ବାହ୍ନରେ NAC ଅଧ୍ୟକ୍ଷ A. ଜାନକୀ ରାମଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋପାଳପୁର ବିଧାୟକ ତଥା ବାଣିଜ୍ୟ ପରିବହନ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁଭାରମ୍ଭ କରିଥିଲେ ।