Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ରାଷ୍ଟ୍ରୀୟ ସମାନତା ଅଧିକାର ପରିଷଦ

Baudh Sadar, Boudh (Bauda) | Sep 10, 2025
ବୁଧବାର ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଷ୍ଟ୍ରୀୟ ସମାନତା ଅଧିକାର ପରିଷଦ ପକ୍ଷରୁ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା | ରାଷ୍ଟ୍ରୀୟ ସମାନତା ଅଧିକାର ପରିଷଦ ବୌଦ୍ଧ ଜିଲ୍ଲା ଶାଖାର ସଭାପତି ପ୍ରଦୀପ କୁମାର ମହାନନ୍ଦଙ୍କ ନେତୃତ୍ବରେ କର୍ମକର୍ତ୍ତା ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କୁ ପ୍ରଦାନ କରିଥିଲେ |
Read More News
T & CPrivacy PolicyContact Us