Install App
malliksaroj28
This browser does not support the video element.
ପୁରୀ ମ୍ୟୁନିସିପାଲଟି: ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା l
Puri M, Puri | Sep 11, 2025
ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ l
Share
Read More News
T & C
Privacy Policy
Contact Us
Your browser does not support JavaScript!