This browser does not support the video element.
କେନ୍ଦୁଝର ସହର: ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ମା ପାଇଁ ଗଛଟିଏ କର୍ମଶାଳା ଅନୁଷ୍ଟିତ
Kendujhar Town, Kendujhar | Sep 10, 2025
କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଆଜି କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ମା ପାଇଁ ଗଛଟିଏ କର୍ମଶାଳା ଜିଲ୍ଲା ସଭାପତି ଶ୍ରୀ ଭାଗିରଥି ସିଂ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ, ପାଟଣା ବିଧାୟକ ଶ୍ରୀମାନ ଅଖିଳ ଚନ୍ଦ୍ର ନାୟକ, ଜିଲ୍ଳା ବିଜେପି ସଭାପତି ଶ୍ରୀ ଶୁକଦେବ ମହାନ୍ତ ପ୍ରମୁଖ ଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଙ୍କ ସମେତ ୩ ଶହରୁ ଊର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।