Download Now Banner

This browser does not support the video element.

ନୂଆପଡା: ଖଡ଼ିଆଳ ରାଜ ଦରବାର ଠାରେ ସ୍ୱଭାବକବି ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ

Nuapada, Nuapada | Aug 26, 2025
ଖଡ଼ିଆଳ ସାହିତ୍ୟ ସମିତି ଆନୁକୂଲ୍ୟରେ ଖଡିଆଳ ରାଜଦରବାର ଠାରେ ଆଜି ୫ ଟା ଯାଏଁ ସ୍ୱଭାବକବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି। ସମିତିର ସଭାପତି ତଥା ବିଶିଷ୍ଟ ପ୍ରତ୍ନତତ୍ତ୍ୱବିତ୍ ଡକ୍ଟର ଜିତାମିତ୍ର ପ୍ରସାଦ ସିଂହ ଦେବଙ୍କ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ସାହିତ୍ଯିକ ବଳଭଦ୍ର ମହାଉତି , ସମ୍ମାନିତ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ବାରିକ , ବିଶିଷ୍ଟ କବି ପଟ୍ଟାୟତ ନୀଳଲୋହିତ ସିଂହ ଦେବ ଓ ମୁଖ୍ୟ ବକ୍ତା ଭାବରେ ବିଶିଷ୍ଟ ପାଲାଗାୟକ ଅର୍ଜ୍ଜୁନ ଛତ୍ରିଆ ଯୋଗ ଦେଇଥିଲେ।
Read More News
T & CPrivacy PolicyContact Us