Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନେଇ ସଂସ୍କୃତି ଭବନରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Bhadrak Rural, Bhadrak | Dec 26, 2024
ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ-୨୦୨୫କୁ ସୁଚାରୁ ରୂପେ ପାଳନ କରିବା ପାଇଁ ସଂସ୍କୃତି ଭବନରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜି ସନ୍ଧ୍ୟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ । ଆଜି ଭଦ୍ରକ ଜିଲ୍ଲାପାଳ ଦିଲ୍ଲିପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଆଜି ସଂସ୍କୃତିଭବନ ରେ ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ଜିଲ୍ଲାପାଳ,ମୁଖ୍ୟ ଉନ୍ନୟନ ଅଧିକାରୀ,ଉପ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us