Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ମା' ଙ୍କ ନବମୀ ପୂଜା ଉପଲକ୍ଷେ ଜୟଦେବ ଭବନରେ ପ୍ରତିକ୍ରିୟା ରଖିଲେ ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ
Bhubaneswar M Corp, Khordha | Oct 1, 2025
ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ । ଭକ୍ତଙ୍କ ଗହଣରେ ଜଗତଜନନୀ ମା' । ଚାଲିଛି ପୂଜାର୍ଚ୍ଚନା, ହୋମଯଜ୍ଞ । ଆଜି ମଣ୍ଡପରେ ମାଆଙ୍କ ଅଷ୍ଟମୀ ପୂଜ।ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମା' ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!