This browser does not support the video element.
ରାୟଗଡା: ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ
Rayagada, Rayagada | Sep 4, 2025
ରାୟଗଡ଼ା ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ୨୦୨୫ ଶିକ୍ଷାବର୍ଷ +୩ କଳା , ବିଜ୍ଞାନ, ବାଣିଜ୍ୟ ବିଭାଗର ପ୍ରଥମ ବର୍ଷ ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ଦିଗ୍ ଦର୍ଶନ ତଥା ସ୍ବାଗତ ସମାରୋହ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଅଛି। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ଼. ସରସ୍ଵତୀ ରାୟ, ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପି. ଅରୁଣ କୁମାର , ପରୀକ୍ଷା ନିୟନ୍ତ୍ରକ ୱାଇ. ଭି ସାଇ ମାଧବ, ପ୍ରଶାସନିକ ଅଧ୍ୟକ୍ଷ ଟି. ଜ୍ୟୋତି, ଲେଫ୍ଟନାଣ୍ଟ ଉଦୟ ନାଏକ, ଏକାଡେ଼ମିକ୍ ଅଧିକ୍ଷକ ଡ଼. ଅଜୟ ରଇତ, ରମେଶ ହୁଇକା ,କୋଷାଧ୍ୟକ୍ଷ ସୁବ୍ରତ କୁମାର ପ୍ରଧାନ , ଭାବେସ ମହାନ୍ତି, ଛାତ୍ରବୃତ୍ତି ଅଧିକାରୀ ତୁବଲ