This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି
Baleshwar M, Balasore | Apr 22, 2024
ବାଲେଶ୍ଵର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲାର ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୨ଟା ପର୍ଯ୍ୟନ୍ତ ଅଧିକ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ଆଜି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।