This browser does not support the video element.
ରେଙ୍ଗାଲି: ମାଝୀପାଲି ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
Rengali, Sambalpur | May 24, 2025
ରେଙ୍ଗାଲି ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ମାଝୀପାଲି ଠାରେ ଆଜି ସନ୍ଧ୍ୟା ପ୍ରାୟ 6 ଟା ସମୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନକୁ ସମ୍ବର୍ଦ୍ଧନା ଦିଆ ଯାଇଛି l ମିଳିଥିବା ସୂଚନା ଅନୁସାରେ ଆଜି ମାଝୀପାଲି ଅଞ୍ଚଳରେ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା l ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ଯୁବକ ମାନେ ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଦାବି ପତ୍ର ଦେଇଥିଲେ l