Download Now Banner

This browser does not support the video element.

ସତ୍ୟବାଦୀ: ସାକ୍ଷୀଗୋପାଳ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଜେପି ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

Satyabadi, Puri | Sep 26, 2024
ଆଜି ଦିନ ୩ଟାରେ ସାକ୍ଷୀଗୋପାଳ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ BJP ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ। ସାକ୍ଷୀଗୋପାଳ କଲେଜ ପଡ଼ିଆରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି ଆର ପାଟିଲ, ସମ୍ମାନିତ ଅତିଥି ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ ସହିତ ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର ଓ ଭାଜପା ନେତୃମଣ୍ଡଳୀ ଯୋଗଦେଇ ଜନ ସଭାକୁ ସମ୍ବୋଧିତ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଗସ୍ତରେ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ସତ୍ୟବାଦୀ ଗସ୍ତକୁ ବାତିଲ କରାଯାଇଛି।
Read More News
T & CPrivacy PolicyContact Us