Download Now Banner

This browser does not support the video element.

ପାରଳାଖେମୁଣ୍ଡି: ମହାଦେଇ ପୁର ଗ୍ରାମ ଠାରେ ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ବିଶ୍ଵ ସାକ୍ଷରତା ଦିବସ ପାଳନ

Paralakhemundi, Gajapati | Sep 7, 2025
ମହାଦେଇ ପୁର ଗ୍ରାମ ଠାରେ ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ବିଶ୍ଵ ସାକ୍ଷରତା ଦିବସ ପାଳନ । ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ପଞ୍ଚାୟତ ର ମହାଦେଇ ପୁର ଗ୍ରାମ ଠାରେ ଆକାଂକ୍ଷା ମହିଳା ସଙ୍ଗଠନ ତରଫରୁ ବିଶ୍ୱ ସାକ୍ଷରତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ଏକ ସଚେତନତା ସଭାରେ ଆକାଂକ୍ଷା ମହିଳା ସଙ୍ଗଠନ ର ଉପଦେଷ୍ଟା ଶ୍ରୀମତି ସ୍ଵର୍ଣ୍ଣ ପ୍ରଭା ପାଠୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କବି କୁସୁମ ଗୌରବ ଘନଶ୍ୟାମ ଜେନା, ସମ୍ମାନିତ ଅତିଥି ଭାବେ ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ନାଗରିକ ମଞ୍ଚ ର ସଭାପତି ଶ୍ରୀ ପ୍ରଶାନ୍ତ କୁମାର ସାମଲ ,
Read More News
T & CPrivacy PolicyContact Us