Download Now Banner

This browser does not support the video element.

ଖଲ୍ଲିକୋଟ୍: ମା’ ତାରାତାରିଣୀ ଓ କାଳେଶ୍ବର ମନ୍ଦିର ମଡେଲ ପାର୍କ ପରିଦର୍ଶନ କଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ

Khalikote, Ganjam | Aug 28, 2025
ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗଞ୍ଜାମ ଜିଲା ଗସ୍ତରେ ଆସି ଆଜି ଅପରାହ୍ନ ପ୍ରାୟ ୨ ଟା ସମୟରେ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ଓ ବଡ଼ଖରିଡ଼ା ସ୍ଥିତ କାଳେଶ୍ବର ମନ୍ଦିର ମଡେଲ ପାର୍କକୁ ପରିଦର୍ଶନ କରି ସମୀକ୍ଷା କରିଛନ୍ତି। କିପରି ଏହାର ଆହୁରି ବିକାଶ ଘଟିବ ସେଥିନେଇ ପ୍ରଶାସନିକ ଅଧିକାରୀ ଓ ଜନପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ।
Read More News
T & CPrivacy PolicyContact Us