Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଗାନ୍ଧୀ ସ୍ମୃତି ଭବନରେ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପ ଶୁଭାରମ୍ଭ ର ସିଧା ପ୍ରସାରଣ

Baleshwar M, Balasore | Aug 31, 2025
ଆଜି ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଠାରେ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ Online ମାଧ୍ୟ୍ୟମରେ କରିଛନ୍ତି।ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନ ୧୦ ଟା ସମୟରେ ବାଲେଶ୍ୱର ଗାନ୍ଧୀ ସ୍ମୃତିଭବନ ଠାରେ ବାଲେଶ୍ୱର ର ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଙ୍କ ସମେତ ଅନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ପ୍ରକଳ୍ପର ଅନ ଲାଇନ ମାଧ୍ୟମରେ ଶୁଭାରମ୍ଭ ସହ ଅଭିଭାଷଣ ଶୁଣିଥିଲେ।
Read More News
T & CPrivacy PolicyContact Us