Download Now Banner

This browser does not support the video element.

ପଟ୍ଟାଙ୍ଗୀ: କୋରାପୁଟ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନର ଶୁଭାରମ୍ଭ ନିମନ୍ତେ ପ୍ରସ୍ତୁତି ବୈଠକ

Pottangi, Koraput | Sep 12, 2025
କୋରାପୁଟ ଜିଲ୍ଲାପାଳ କାର୍ଯ୍ୟଳୟ ସମ୍ମିଳନୀ କକ୍ଷରେ ଆଜି ରାତି ୯ଟା ସମୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବରଙ୍କ ଅଧ୍ୟକ୍ଷତାରେ  'ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ'ର ଶୁଭାରମ୍ଭ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ଅଭିଯାନ ଅଧୀନରେ ଜିଲ୍ଲାର ସବୁ ବୟସର ମହିଳା ଏବଂ କନ୍ୟାଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯିବା ସହ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ବୈଠକରେ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us