Download Now Banner

This browser does not support the video element.

ବିଞ୍ଝାରପୁର: ଯାଜପୁର ଟାଉନ ସ୍ଥିତ ଜିଲ୍ଲା ପରିଷଦ ସଭା ଗୃହରେ ଜିଲ୍ଲାସ୍ତରୀୟ "ଯୁଗ୍ମ ଅଭିଯୋଗ ଶୁଣାଣି" ଶିବିର ଅନୁଷ୍ଠିତ

Binjharpur, Jajpur | Sep 1, 2025
ଯାଜପୁର ଟାଉନ ସ୍ଥିତ ଜିଲ୍ଲା ପରିଷଦ ସଭା ଗୃହରେ ଜିଲ୍ଲାପାଳ ଓ ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ "ଯୁଗ୍ମ ଅଭିଯୋଗ ଶୁଣାଣି" ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପରିଷଦ ସମ୍ମିଳନୀ ସଭା ଗୃହରେ ଅନୁଷ୍ଠିତ ଏହି ଶିବିରରେ ଯାଜପୁର ଏସପି ୟସ ପ୍ରତାପ ଶ୍ରୀମଲ,ଅତିରିକ୍ତ ଜିଲ୍ଲାପାଳ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ,ଉପ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us