This browser does not support the video element.
ଡାବୁଗାଁ: ଡାବୁଗାଁ ସଦର ମହକୁମା ଠାରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକ ମୃତ
Dabugan, Nabarangpur | Sep 27, 2025
ଡାବୁଗାଁ ବ୍ଳକ ସଦର ମହକୁମାରେ ଥିବା ମୋଟରସାଇକେଲ ମରାମତି ଦୋକାନରେ କାମ କରୁଥିବା ଜଣେ ଯୁବକଙ୍କ ବିଦ୍ୟୁତ୍ ଆଘାତରେ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି l ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବା ନେଇ ସୂଚନା ମିଳିଛି |