Download Now Banner

This browser does not support the video element.

କୋରାପୁଟ ସହର: କୋରାପୁଟ ପଞ୍ଚାୟତ ସାଧନା କେନ୍ଦ୍ରରେ ଗୋଷ୍ଠୀ ଭିତ୍ତିକ ଜଳ ପରିଚାଳନା ନେଇ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

Koraput Town, Koraput | Aug 30, 2025
କୋରାପୁଟ ପଞ୍ଚାୟତ ସାଧନା କେନ୍ଦ୍ରରେ ଆଜି ଅପରାହ୍ନ ୪ଟା ସମୟରେ ଗୋଷ୍ଠୀ ଭିତ୍ତିକ ଜଳ ପରିଚାଳନା ନେଇ ଦିନିକିଆ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାର ସମସ୍ତ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଉପସ୍ଥିତ ରହି ଦିନିକିଆ ପ୍ରଶିକ୍ଷଣ ଶିବିରରେ ଅଂଶଗ୍ରହଣ କରିଥିଲେ। ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।
Read More News
T & CPrivacy PolicyContact Us