Download Now Banner

This browser does not support the video element.

ମାଲକାନଗିରି: ମାନ୍ୟମକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଜନ ଅଭିଯୋଗ ଶୁଣାଣି, ଲୋକଙ୍କ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

Malkangiri, Malkangiri | Sep 8, 2025
ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ମାନ୍ୟମକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୭୭ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା।
Read More News
T & CPrivacy PolicyContact Us