This browser does not support the video element.
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଳାପାଳଙ୍କ ନବ ନିର୍ମିତକାର୍ଯ୍ୟଳୟ ସମେତ ସଭାଗୃହ ଉଦ୍ଘାଟିତ
Khordha, Khordha | Sep 26, 2025
ଶୁକ୍ରବାର ପୂର୍ବାହ୍ନରେ ଓଡ଼ିଶାର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୧୪ କୋଟି ୩୫ ଲକ୍ଷ ବ୍ୟୟ ଅଟକଳରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅତିରିକ୍ତ କୋଠା ଏବଂ ୧ କୋଟି ୩୦ ଲକ୍ଷ ବ୍ୟୟ ଅଟକଳରେ ନବନିର୍ମିତ ଜିଲ୍ଲାପରିଷଦ, ଖୋର୍ଦ୍ଧାଙ୍କ ନବନିର୍ମିତ ସଭାଗୃହକୁ ଉଦ୍ଘାଟିତ କରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।