Download Now Banner

This browser does not support the video element.

ସୁକିନ୍ଦା: ଅଭୟପୁର ଗ୍ରାମ ପାଖ ଜଙ୍ଗଲରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ

Sukinda, Jajpur | Sep 4, 2025
ସୁକିନ୍ଦା ଥାନା ଅନ୍ତର୍ଗତ ଓଳିଆ ଗ୍ରାମପଞ୍ଚାୟତ ଅଧିନସ୍ଥ ଅଭୟପୁର ଗ୍ରାମ ପାଖ ଜଙ୍ଗଲରେ ଜଣେ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଥିବା ଗୁରୁବାର ସକାଳ 7 ଘଟିକା ସମୟରେ ଦେଖିବାକୁ ମିଳିଛି । ସୂଚନା ମୁତାବକ ଅଭୟପୁର ଗ୍ରାମର ସୁଧାଂଶୁ ଦେହୁରୀ ଗ୍ରାମ ପାଖ ଜଙ୍ଗଲରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ପରିବାର ବର୍ଗଙ୍କ ପକ୍ଷରୁ ସୁକିନ୍ଦା ଥାନାରେ ଲିଖିତ ଅଭିଯୋଗ ହେବା ପରେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।
Read More News
T & CPrivacy PolicyContact Us