This browser does not support the video element.
ସମ୍ବଲପୁର ମ୍ୟୁନିସିପାଲଟି: ସମ୍ବଲପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବୁର୍ଲା ଓ ହୀରାକୁଦ ରେ ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Sambalpur M, Sambalpur | Sep 13, 2025
ଅଖିଳ ଭାରତ କଂଗ୍ରେସ କମିଟି ନିର୍ଦେଶ କ୍ରମେ ସମ୍ବଲପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସଂଗଠନ ସୃଜନ ଅଭିଯାନ ଆଜି ଶନିବାର 11.30 ମିନିଟ ସମୟରେ ବୁର୍ଲା ଓ ହୀରାକୁଦ ରେ ଅନୁଷ୍ଠିତ ହୋଇଯାଇଛି। ବୁର୍ଲା କଣ୍ଟ୍ରାକ୍ଟର କଲୋନୀ ର ସାରଦା ମାଧବ କଲ୍ୟାଣ ମଣ୍ଡପ ରେ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ଜ଼ିଲ୍ଲା କଂଗ୍ରେସ କମିଟି ସଂଯୋଜକ ଶ୍ରୀ ଦୁର୍ଗା ପାଢ଼ୀ ଅଧ୍ୟକ୍ଷତା କରିଥିଲେ I ଏଆଇସିସିର ପର୍ଯ୍ୟବେକ୍ଷକ ତଥା ରାଜସ୍ଥାନ ର ପୂର୍ବତନ ବିଧାୟକ ଇନ୍ଦ୍ରଜ୍ ସିଂ ଗୁଜ୍ଜର ମୁଖ୍ୟ ଅତିଥି ଭାବେ ଯୋଗଦେଇ କଂଗ୍ରେସ ର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲୀକାର୍ଜୁନ ଖଡ଼ଗେ ଏବଂ କଂଗ୍ରେସ ନେତା