Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ସହିଦସ୍ମୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
Baripada M, Mayurbhanj | Sep 5, 2025
ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟାରେ ବାରିପଦାର ସହିଦସ୍ମୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଜିଲ୍ଲାର ଅନେକ କୃତୀ ଅର୍ଜନ କରିଥିବା ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ସେ ସମ୍ମାନୀତ କରିଥିବା ନେଇ ଜଣାପଡିଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!