Download Now Banner

This browser does not support the video element.

ବୌଦ୍ଧ ସଦର: ବାପୁଜୀ ନଗର ଠାରେ ବିଶ୍ବ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ଅବସରରେ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ

Baudh Sadar, Boudh (Bauda) | Aug 23, 2025
ଶନିବାର ସନ୍ଧ୍ୟାରେ ବିଶ୍ବ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ଅବସରରେ ବୌଦ୍ଧ ଜିଲ୍ଲା ଶାଖା ପକ୍ଷରୁ ବୌଦ୍ଧ ସହର ବାପୁଜୀ ନଗର ଠାରେ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ବିଶ୍ବ ହିନ୍ଦୁ ପରିଷଦର ଜିଲ୍ଲା ସଭାପତି ଶମ୍ଭୁ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପ୍ରଭାତ ଶାଖା ପରିଚାଳକ ରଘୁନାଥ ଷଡ଼ଙ୍ଗୀ ଓ ଅନ୍ୟ ମାନେ ଯୋଗ ଦେଇଥିଲେ |
Read More News
T & CPrivacy PolicyContact Us