Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ବାରିପଦାରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଜିଲ୍ଲା କନଭେନସନ ସହ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର ପ୍ରଦାନ
Baripada M, Mayurbhanj | Sep 1, 2025
ସୋମବାର ଦିନ ପ୍ରାୟ ଓଡ଼ିଶା ସ୍କୁଲ୍ କଲେଜ୍ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଜିଲ୍ଲା କନଭେନସନ ଓଷ୍ଟା ର ଜିଲ୍ଲା ସଭାପତି ଚିତ୍ତରଞ୍ଜନ ପଳତା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। କନଭେନସନ ପରେ ଶିକ୍ଷକ ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀ ମାନେ ମୟୁରଭଞ୍ଜ ଶାଖାର ଜିଲ୍ଲା ଆବାହକ କିଶୋର କୁମାର ଆଚାର୍ଯ୍ୟଙ୍କ ନେତୃତ୍ବରେ ମହାମହିମ ରାଷ୍ଟ୍ରପତି, ରାଜ୍ୟପାଳ ତଥା ମାନ୍ୟବର ପ୍ରଧାନମନ୍ତ୍ରୀ, ମୂଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ୫ ଦଫା ଦାବି ନେଇ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!