This browser does not support the video element.
ପାରଳାଖେମୁଣ୍ଡି: ଜିଲ୍ଲା ନୋଡାଲ ସେକ୍ରେଟାରୀ ଡ଼.ଏନ ତିରୁମାଲା ନାଏକଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତ
Paralakhemundi, Gajapati | Sep 9, 2025
ଜିଲ୍ଲା ନୋଡାଲ ସେକ୍ରେଟାରୀ ଡ଼.ଏନ ତିରୁମାଲା ନାଏକଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତ । ଆଜି ଜିଲ୍ଲା ନୋଡାଲ ସେକ୍ରେଟାରୀ ତଥା ଉପ-ଅଧ୍ୟକ୍ଷ,ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଡ଼.ଏନ ତିରୁମାଲା ନାଏକଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଆର.ଉଦୟଗିରି ବ୍ଲକ୍ ଅନ୍ତର୍ଗତ କାର୍ଯ୍ୟକାରି ହୋଇଥିବା ଇଣ୍ଡୋର୍ ଷ୍ଟାଡିୟମ୍ ବୁଲି ଦେଖିବା ସହ ନିକଟସ୍ଥ ଅନ୍ତ୍ୟୋଦୟ ଗୃହ ଯୋଜନା ହିତାଧିକାରୀଙ୍କୁ ଚାବି କାଠି ପ୍ରଦାନ କରିଥିଲେ । ସେହିପରି ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ଉତ୍ତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ପାଇଁ