This browser does not support the video element.
ଫୁଲବାଣୀ ସହର: ତଳଦଣ୍ଡିକିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦୟାନନ୍ଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଗୣହ ଶୁଭାରମ୍ଭ
Phulabani Town, Kandhamal | Aug 22, 2025
ତଳଦଣ୍ଡିକିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦୟାନନ୍ଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (FLN) ଶ୍ରେଣୀ ଗୃହ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ନାରାୟଣ ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଫିରିଙ୍ଗିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଆଲୋକ ପଧାନ ମୁଖ୍ୟ ଅତିଥି ଏବଂ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସଞ୍ଜୟ ବେହେରା ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ସୁଶାନ୍ତ କୁମାର ଦିଗାଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ ଶ୍ରେଣୀ ଗୃହ ଉଦ