This browser does not support the video element.
ବୌଦ୍ଧ ସଦର: ସଦଭାବନା ସଭା ଗୃହ ଠାରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ପ୍ରସ୍ତୁତିର ସମୀକ୍ଷା ବୈଠକ ଅନୁଷ୍ଠିତ
Baudh Sadar, Boudh (Bauda) | Sep 13, 2025
ଶନିବାର ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭା ଗୃହ ଠାରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ପ୍ରସ୍ତୁତିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ପରିଷଦ, ସମସ୍ତ ବ୍ଲକର ବିଡ଼ିଓ ମାନେ ଉପସ୍ଥିତ ଥିଲେ l