Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Aug 22, 2025
ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!