This browser does not support the video element.
ବୌଦ୍ଧ ସଦର: ଜିଲ୍ଲା ଷ୍ଟାଡିଅମ ଠାରେ ସାଂସଦ ଖେଳ ମହୋତ୍ସବର ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Baudh Sadar, Boudh (Bauda) | Sep 9, 2025
ମଙ୍ଗଳବାର ଦିନ ଜ଼ିଲ୍ଲା ଷ୍ଟାଡିୟମ ପରିସରରେ ସାଂସଦ ଖେଳ ମହୋତ୍ସବର ସଫଳ ରୁପା୍ୟନ ଓ ପଞ୍ଜିକରଣ ନିମନ୍ତେ ଜ଼ିଲ୍ଲାର କ୍ରୀଡା ଶିକ୍ଷକ ମାନଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି l ଏହି କର୍ମଶାଳା ରେ ଜ଼ିଲ୍ଲା କ୍ରୀଡା ଅଧିକାରୀ ସୁଦାମ କୁମାର ସ୍ୱାଇଁ ସମସ୍ତ ଙ୍କୁ ସ୍ୱାଗତ କରିଥିବା ବେଳେ ବୌଦ୍ଧ ଜ଼ିଲ୍ଲା କ୍ରୀଡା ସଂଘ କୋଷାଧ୍ୟ୍ୟକ୍ଷ ସୁଶୀଲ କୁମାର ପରିଡା ଧନ୍ୟବାଦ ଅର୍ପଣ କରିଥିଲେ l ଏହି କର୍ମଶାଳାରେ ସାଂସଦ ଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଓ ଅନ୍ୟ ମାନେ ଯୋଗ ଦେଇଥିଲେ |