Download Now Banner

This browser does not support the video element.

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ସହରର କଲ୍ୟାଣ ମଣ୍ଡପ ଠାରେ ଗୁରୁଦିବସ ପାଳିତ ହୋଇଯାଇଛି ।

Bhanjanagar, Ganjam | Sep 5, 2025
ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ସହରର କଲ୍ୟାଣ ମଣ୍ଡପ ଠାରେ ଗୁରୁଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ଯ ଅତିଥି ଭାବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିବା ବେଳେ କାର୍ଯ୍ୟକ୍ରମ ଟି ଆଜି ଦିନ 2 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଜଗନ୍ନାଥପ୍ରସାଦ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଗୁରୁଜନ ମାନେ ଯୋଗ ଦେଇଥିଲେ ।।
Read More News
T & CPrivacy PolicyContact Us