This browser does not support the video element.
କଣ୍ଟାମାଳ: ରାବିଡି ଗ୍ରାମରେ ଆୟୁଷ୍ମାନ ଆରୋଗ୍ୟ ଶିବିର
Kantamal, Boudh (Bauda) | Sep 22, 2025
ରାବିଡି ଗ୍ରାମରେ ଆୟୁଷ୍ମାନ ଆରୋଗ୍ୟ ଶିବିର ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଯୋଗୀନ୍ଦ୍ର ପୁର ପଞ୍ଚାୟତ ଅନ୍ତର୍ଗତ ରାବିଡି ଗ୍ରାମରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି | ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କ୍ରମରେ ଯୋଗୀନ୍ଦ୍ର ପୁର ସ୍ୱାସ୍ଥ୍ୟ ଉପକେନ୍ଦ୍ର ପକ୍ଷରୁ ଅନୁଷ୍ଠିତ ଏହି ଶିବିରରେ ଆଖପାଖ ଅଞ୍ଚଳର ସମୁଦାୟ ୬୦ଜଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣାରେ ଔଷଧ ପ୍ରଦାନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ତପସ୍ୱିନୀ ମେହେର, ଡାକ୍ତର କଳ୍ପନା ମିଶ୍ର, ସସ୍ମିତା ରାଣୀ ସିଂ ଙ୍କ ସମେତ ଅନେକ ଆଶାକର୍ମୀ ଉପ