Download Now Banner

This browser does not support the video element.

ଫୁଲବାଣୀ ସହର: ଜିଲ୍ଲା ସ୍ତରୀୟ ଅନୁସୂଚିତ ଜାତି ଓ ଜନଜାତି ସରକାରୀ କର୍ମଚାରୀ ସଙ୍ଘର ବାର୍ଷିକ ସମ୍ମିଳନୀ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଛି ।

Phulabani Town, Kandhamal | Oct 28, 2024
ତାରିଖ 27/10/2024 ସକାଳ ଦଶଟା।କନ୍ଧମାଳ ଜିଲ୍ଲାର ଜିଲ୍ଲାସ୍ତରୀୟ ଅନୁସୂଚୀତ ଜାତି ଓ ଅନୁସୂଚିତ ଜନଜାତି, ସରକାରୀ କର୍ମଚାରୀ ସମନ୍ୱୟ ପରିଷଦ ର ଏକ ବାର୍ଷିକ ସମ୍ମିଳନୀରେ ୨୦୨୪ ସ୍ଥାନୀୟ ଫୁଲବାଣୀ ସ୍ଥିତ ଗାନ୍ଧୀ ସ୍ମୃତି ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ସଭପତି ଶ୍ରୀ ସୁଜନ ବେହେରା ଙ୍କ ସଭାପତିତ୍ୱରେ ରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀର ମୂଖ୍ୟ ଉଦେଶ୍ୟ ଥିଲା ସମ୍ବିଧାନ ପ୍ରଣୀତ ଆଇନ୍ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଅନୁୂଚିତ ଜନଜାତି ସରକାରୀ କର୍ମଚାରୀ ମାନେ କିପରି ନିଯୁକ୍ତି ପଦନ୍ନତି ଓ
Read More News
T & CPrivacy PolicyContact Us