Download Now Banner

This browser does not support the video element.

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ଙ୍କ ସିମିଳିବାଞ୍ଛା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ, ମଧ୍ୟାହ୍ନ ଭୋଜନର ମାନ କଲେ ଯାଞ୍ଚ

Malkangiri, Malkangiri | Sep 22, 2025
ଆଜି ପଡିଆ ବ୍ଲକ୍ ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଥିଲେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ। ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଦିନ ୧.୩୦ ସମୟରେ ସିମିଳିବାଞ୍ଛା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗସ୍ତ କରିଥିଲେ। ଏଥି ସମେତ ନେତାଜୀ ମେମୋରିଆଲ ବିଦ୍ୟା ଭବନ, ଏମ.ଭି-୬୧ ସ୍ଥିତ ବିଦ୍ୟାଳୟ ଗସ୍ତ କରି ମଧ୍ୟାହ୍ନ ଭୋଜନର ମାନ ପରଖିବା ସହ ଛାତ୍ର ଛାତ୍ରୀଙ୍କ ସହ ସେମାନଙ୍କ ପାଠପଢା ନେଇ ବିଭିନ୍ନ ସୁବିଧା ଅସୁବିଧା ପଚାରି ବୁଝିଥିଲେ I ତତ୍ ସହିତ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାର
Read More News
T & CPrivacy PolicyContact Us