This browser does not support the video element.
ନୟାଗଡ ସଦର: ବାମନ ଅବକାଶ ଉଚ୍ଚ ବିଦ୍ୟାଳୟ ପରିସର ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫ ରୁ ଅଧାରୁ ପାଠ ଛାଡୁଥିବା ଛାତ୍ରଛାତ୍ରିଙ୍କପାଇଁସଚେତନତାଶିବିର
Nayagarh Sadar, Nayagarh | Aug 26, 2025
ନୟାଗଡ଼, ଜିଲ୍ଲା ଦୈ।ରା ଜଜ୍ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦ୍ଦେଶରେ ସଚିବ, ଅଞ୍ଜଳି ମଚ୍ଚଖଣ୍ଡଙ୍କ ପ୍ରତ୍ୟେକ୍ଷ ତତ୍ବାବଧାନରେ ବାମନ ଅବକାଶ ଉଚ୍ଚ ବିଦ୍ୟାଳୟ,ଇଟାମାଟି ଠାରେଆଜି 10ଘଟିକା ସମୟ ରେ ବିଦ୍ୟାଳୟ ର ଶତାଧିକ ଛାତ୍ରଛାତ୍ରୀ ତଥା ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଅଧାରୁ ପାଠ ଛାଡୁଥିବା ଛାତ୍ର, ଛାତ୍ରୀ ଙ୍କ ପୁନଃ ବିଦ୍ୟାଳୟ କୁ ପ୍ରତ୍ୟାବର୍ତନ ସମ୍ବନ୍ଧ ରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭ ରେ, ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିବା ବେଳ