Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଜର୍ଜିଆଡି କ୍ଲବ ସେଭେନ୍ସ କପ ପ୍ରତିଯୋଗିତାରେ ମୟୂରଭଞ୍ଜ ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀ ମହିଳା ଦଳ ଚମ୍ପିୟାନ; ବାରିପଦା ରେ ସମ୍ବର୍ଦ୍ଧନା

Baripada M, Mayurbhanj | Sep 9, 2025
କଲିକତା ସ୍ଥିତ କଲିକତା କ୍ରିକେଟ ଓ ଫୁଟବଲ କ୍ଲବ ଏବଂ ବେଙ୍ଗଲ ରଗବୀ ସଂଘର ମିଳିତ ଉଦ୍ୟମରେ ଆୟୋଜିତ ଦୁଇଦିନିଆ ଜର୍ଜିଆଡି କ୍ଲବ୍ ସେଭେନ୍ସ କପ୍ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲ୍ଲାର ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀର ମହିଳା ଦଳ ଚମ୍ପିୟାନ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ବାରିପଦା ଠାରେ ମଙ୍ଗଳବାର ସକାଳ ପ୍ରାୟ ୯ଟାରେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଛି। ଏହାସହିତ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି।
Read More News
T & CPrivacy PolicyContact Us