Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Sep 4, 2025
ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ ଲଘୁଚାପ ବର୍ଷା । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!