Download Now Banner

This browser does not support the video element.

କଟକ ପୌରାଞ୍ଚଳ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଲ ଇଣ୍ଡିଆ ୟୁନାଇଟେଡ ଟ୍ରେଡ ୟୁନିଅନ ସେଣ୍ଟର୍ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

Cuttack M Corp PS, Cuttack | Aug 30, 2025
କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଲ ଇଣ୍ଡିଆ ୟୁନାଇଟେଡ ଟ୍ରେଡ ୟୁନିଅନ ସେଣ୍ଟର୍ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମ କୋର୍ଡ ବାତିଲ ଓ ସ୍କିମ୍ ଶ୍ରମିକଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ ସହ ଠିକା ବ୍ୟବସ୍ଥା ଉଚ୍ଛେଦ କରି ସ୍ଥାୟୀ କରିବାକୁ ଦାବି କରି ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶନିବାର ଅପରାହ୍ନ ୪.୩୦ ମିନିଟ ସମୟରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ଅନେକ ଶ୍ରମିକ ଯୋଗ ଦେଇଥିଲେ।
Read More News
T & CPrivacy PolicyContact Us