Install App
sushantpattnayak1983
This browser does not support the video element.
ଛତ୍ରପୁର: ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବ୍ରହ୍ମପୁର ସ୍ଥିତ ଖଲ୍ଲିକୋଟ ବିଶ୍ବ ବିଦ୍ୟାଳୟ ପଡିଆ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ
Chhatrapur, Ganjam | Aug 31, 2025
ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଆଜି ପାଳନ କରାଯାଇଛି ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ।ବ୍ରହ୍ମପୁର ମହାନଗର ନିଗମ ତରଫରୁ ଖଲିକୋଟ ବିଶ୍ଵବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ସଂଧ୍ୟାରେ ଏନେଇ ସଭା ଅନୁଷ୍ଠିତ ହେବା ସହ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!