This browser does not support the video element.
ଜୟପୁର: ଜୟପୁର ସ୍ଥିତ ଜିଲ୍ଲା କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
Jeypore, Koraput | Sep 13, 2025
ଜୟପୁର ସ୍ଥିତ ଜିଲ୍ଲା କୋର୍ଟ ପରିସରରେ ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶ କ୍ରମେ କୋରାପୁଟ ଜିଲ୍ଲା ଦୌରା ଜଜ ତଥା ଜିଲ୍ଲା ଆଈନ ସେବା ପ୍ରାଧିକରଣର ଅଧକ୍ଷ ଶ୍ରୀ ପ୍ରଦୀପ କୁମାର ମହନ୍ତଙ୍କ ତତ୍ଵାବଧାନରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆଜି ଦିନ 10ଟାରେ ଆରମ୍ଭ ହୋଇ ଅପରାହ୍ନ 4ଟାରେ ଶେଷ ହୋଇଛି ।