Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ମୋଦୀଙ୍କ ଜନ୍ମଦିନରେ ଭୁବନେଶ୍ୱର ମାରାଥନ ଆୟୋଜନ କରାଯିବ; ଏନେଇ ବିଜେପି ଅଫିସରେ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ପ୍ରେସମିଟ
Bhubaneswar M Corp, Khordha | Sep 8, 2025
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ଉପଲକ୍ଷେ ଆସନ୍ତା ୨୧ ରେ ବିଜେପି ପକ୍ଷରୁ ଅନୁଷ୍ଠିତ ହେବ "ମୋଦୀ ଯୁବା ମାରାଥନ୍"। ଦେଶର ୭୫ଟି ସ୍ଥାନରେ ଏହି ମାରାଥନ ଆୟୋଜନ କରାଯିବ। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ମାରାଥନର ଆୟୋଜନ କରାଯିବ। ସେପ୍ଟେମ୍ବର ୨୧ ସକାଳ ୬ଟା ୧୫ରେ କଳିଙ୍ଗ ଷ୍ଟାଡିୟମରୁ ବାହାରି ଜନତା ମଇଦାନ ଯାଏ ମାରାଥନ ଆୟୋଜନ କରାଯିବ।ନିଶାମୁକ୍ତ ସମାଜ ଗଠନ ପାଇଁ ସଚେତନତା ସୃଷ୍ଟି କରିବା ମାରାଥନର ମୁଖ୍ୟ ଉଦ୍ଦେଶ୍ୟ। ଯୁବପିଢ଼ି କାର୍ଯ୍ୟକ୍ରମରେ ଯୋଡ଼ି ହେବାକୁ ବିଜେପି ଯୁବ ମୋର୍ଚ୍ଚା ଆହ୍ୱାନ ଦେଇଛି ବୋଲି ବିଜେପି ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା କହିଛନ୍ତି
Share
Read More News
T & C
Privacy Policy
Contact Us
Your browser does not support JavaScript!