This browser does not support the video element.
ବୀରମହାରାଜପୁର: ଉଲୁଣ୍ଡା ବ୍ଲକ ସଭା ଗୃହରେ ପରିମଳ ମାଧ୍ୟମରେ ଗ୍ରାମୀଣ ସମୃଦ୍ଧି ଉପରେ ଏକ ଦିବସୀୟ ତାଲିମ ଶିବିର ଅନୁଷ୍ଠିତ
Biramaharajpur, Subarnapur (Sonepur) | Sep 4, 2025
ଉଲୁଣ୍ଡା ବ୍ଲକ ସଭା ଗୃହରେ ଆଜି ଦିନ ପ୍ରାୟ 1ଟା ପର୍ଯ୍ୟନ୍ତ ପରିମଳ ମାଧ୍ୟମରେ ଗ୍ରାମୀଣ ସମୃଦ୍ଧି ଉପରେ ଏକ ଦିବସୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଏବଂ ପଞ୍ଚାୟତ ସମିତି ଉଲୁଣ୍ଡା ପକ୍ଷରୁ ଆୟୋଜିତ ଏହି ଶିବିରକୁ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ରାଂଶୁ ଶେଖର ମଲ୍ଲିକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ ଶୁଭାରମ୍ଭ କରିଥିଲେ l ପ୍ରଶିକ୍ଷକ ଭାବରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ସ୍ଵୟଂଭୂ ପୁରୋହିତ, ବିଆରସି ସୁବର୍ଣ୍ଣପୁରର ବିବେକାନନ୍ଦ ପଣ୍ଡା, ଡିଏସସି ବଂଶୀଧର ନାଏକ ଯୋଗଦେଇ ତାଲିମ ପ୍ରଦାନ କରିଥିଲେ l ଶିବିରକୁ