Download Now Banner

This browser does not support the video element.

ନବରଙ୍ଗପୁର ପୋଲିସ ଷ୍ଟେସନ: ଆସନ୍ତା ୨ ଦିନ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡଘଡି ସମ୍ଭାବନାକୁ ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Nabarangapur PS, Nabarangpur | Aug 24, 2025
୨୫ ଓ ୨୬ ତାରିଖରେ ନବରଙ୍ଗପୁର ଜିଲ୍ଲାରେ ଘଡଘଡି ବିଜୁଳି ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ରବିବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସମ୍ଭାବନା ରହିଛି। ଏନେଇ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
Read More News
T & CPrivacy PolicyContact Us