Download Now Banner

This browser does not support the video element.

ଚମ୍ପୁଆ: ବଡବିଲ ପୌର କାର୍ଯ୍ୟାଳୟରେ ସ୍ୱାୟତ୍ତ ଶାସନ ଦିବସ ପାଳନ ସମାରୋହର ଶୁଭାରମ୍ଭ କଲେ ନଗରପାଳ

Champua, Kendujhar | Aug 31, 2025
ଆଜି ସର୍ବ ଭାରତୀୟ ସ୍ୱାୟତ୍ତ ଶାସନ ଦିବସ ରହିଥିବା ବେଳେ କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌରପାଳିକା ପକ୍ଷରୁ ଦିବସ ବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ସହ ଏହି ଦିବସ ପାଳନ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଆଜି ବଡବିଲ ପୌର କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରି ସ୍ୱାୟତ୍ତ ଶାସନ ଦିବସ ପାଳନ ସମାରୋହକୁ ଶୁଭାରମ୍ଭ କରିଛନ୍ତି ନଗରପାଳ ଶ୍ରୀ ଲକ୍ଷ୍ମଣ ମହାନ୍ତ।
Read More News
T & CPrivacy PolicyContact Us