Download Now Banner

This browser does not support the video element.

ମାଲକାନଗିରି: ଏଫ ଏଲ ସି ହଲରେ ଜିଲ୍ଲା ସ୍ତରୀୟ ତିନି ଦିନିଆ ଆଦି କର୍ମଯୋଗୀ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି

Malkangiri, Malkangiri | Sep 6, 2025
ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଉକ୍ତ ତାଲିମ୍ ରେ ଶିକ୍ଷା, ସ୍ବାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ, ମହିଳା ଓ ଶିଶୁ ବିକାଶ, ପଞ୍ଚାୟତିରାଜ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଗୁଡ଼ିକର ବ୍ଲକ ସ୍ତରୀୟ ଅଧିକାରୀ ମାନଙ୍କୁ ତାଲିମ୍ ଦିଆଯାଇଛି। ଏହି ତାଲିମ ରେ ତାଲିମାର୍ଥି ଙ୍କୁ ବିଭିନ୍ନ କୌଶଳ ମାଧ୍ୟମରେ ଦଳଗତ ଆଲୋଚନା, ଉପସ୍ଥାପନା ଓ ବିଭିନ୍ନ ଖେଳ ମାଧ୍ୟମରେ ଅତି ସୁନ୍ଦର ଭାବରେ ତାଲିମ ଦେଇଥିଲେ। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତ ଲକ୍ଷ
Read More News
T & CPrivacy PolicyContact Us