Install App
sanjayakumar.naik
This browser does not support the video element.
ଟିଟିଲାଗଡ: ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟିଲେ ବଣିକ ସଂଘ ସଭାପତି
Titlagarh, Balangir | Aug 26, 2025
ମଙ୍ଗଳବାର ସକାଳ ୮.୩୦ ମିନିଟ ସମୟରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କୁ ଟିଟିଲାଗଡ଼ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଭେଟିଲେ ଟିଟିଲାଗଡ଼ ବଣିକ ସଂଘର ସଭାପତି ଶ୍ରୀ ଶମ୍ଭୁ ପ୍ରସାଦ ଗୋଏଲ। ରାଜ୍ୟ ସଭାପତିଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ସହ ଉଭୟଙ୍କ ମଧ୍ୟରେ ବିଭିନ୍ନ ବିଷୟରେ ଆଲୋଚନା କରାଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!