Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: କରଞ୍ଜିଆ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ କଲେ ଶାସକ ଦଳ ଉପମୁଖ୍ୟ ସଚେତକ

Baleshwar M, Balasore | Aug 24, 2025
ବାଲେଶ୍ଵର ସହର ଉପକଣ୍ଠ ରେମୁଣା ନିର୍ବାଚନ ମଣ୍ଡଳୀ ର କରଞ୍ଜିଆ ପଞ୍ଚାୟତରେ ଆଜି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶିଳାନ୍ୟାସ ହୋଇଯାଇଛି।ଅପରାହ୍ନ ୩ ଟା ସମୟରେ ଶାସକ ଦଳ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ କରିଥିଲେ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଅଞ୍ଚଳ ବାସୀଙ୍କ ବହୁ ଦିନର ଆଶା ପୂରଣ ହେବା ସହିତ ସେଠାକାର ସ୍ଥାନୀୟ ଜନସାଧାରଣ ବିଶେଷ ଭାବେ ଉପକୃତ ହେବେ ବୋଲି ଶ୍ରୀ ଦାସ ସୂଚନା ଦେଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ସରପଞ୍ଚ,ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us