Install App
malliksaroj28
This browser does not support the video element.
ପୁରୀ ମ୍ୟୁନିସିପାଲଟି: ଖୁବ ଶୀଘ୍ର ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ, ସିଂହଦ୍ୱାର ଠାରେ ପ୍ରତିକ୍ରିୟା ରଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
Puri M, Puri | Aug 22, 2025
ଖୁବଶୀଘ୍ର ପୁରୀ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ପରେ ପ୍ରଥମ ବୈଠକରେ ହୁଣ୍ଡି ସ୍ଥାନାନ୍ତରଣ ନେଇ ନିଷ୍ପତ୍ତି ନିଆଯିବ । ଏହା ପରେ ସେପ୍ଟେମ୍ବର ୧୫ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।
Share
Read More News
T & C
Privacy Policy
Contact Us
Your browser does not support JavaScript!